ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ । କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।