34.1 C
Bhubaneswar
Thursday, March 26, 2026
Homeଓଡିଶାଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ   ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଯିବେ ।  ଉଭୟ କେନ୍ଦ୍ରୀୟ  ନେତୃତ୍ୱଙ୍କୁ ଭେଟି ଆଲୋଚନା କରିପାରନ୍ତି ।  ରାଜ୍ୟ କମିଟି ଗଠନ , ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କରିପାରନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking