17.1 C
Bhubaneswar
Sunday, December 21, 2025
Homeଓଡିଶାଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାତିରେ ଦିଲ୍ଲୀ ଗସ୍ତରେ ଯିବେ । ନୀତି ଆୟୋଗ ବୈଠକରେ  ସାମିଲ ହେବେ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ନୀତି ବୈଠକ । ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking