ଭୁବନେଶ୍ୱର: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରେ ଅନେକ ଗୁରୁତ୍ବପୂର୍ଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ । ଏପଟେ ଦିନେ ଦୁଇ ଦିନ ଭିତରେ ପୁଣି ଦିଲ୍ଲୀ ଗସ୍ତରେ ଯିବେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନେ କିମ୍ବା ଦୁଇ ଦିନ ଭିତରେ ଦିଲ୍ଲୀ ଯାଇପାରନ୍ତି ବିଜେପି ରାଜ୍ୟ ସଭାପତି । ଲୋକପ୍ରିୟତା, ଦଳୀୟ ଚିନ୍ତାଧାରାରେ କାର୍ଯ୍ୟ କରୁଥିବା ବ୍ୟକ୍ତି ନୂଆପଡ଼ା ପ୍ରାର୍ଥୀ ହେବେ ବୋଲି କହିଛନ୍ତି ମନମୋହନ ସାମଲ।










