ଭୁବନେଶ୍ବର : ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୁରୁବାର ମୁମ୍ବାଇରେ ହେବାକୁ ଥିବା ଇଣ୍ଡିଆ କେମ୍ ୨୦୨୬ରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏହା ସହ ଅନେକ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ ।