ଭୁବନେଶ୍ୱର: ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂଯ୍ୟବଂଶୀ ସୂରଜ ମଧ୍ୟ ବୁଲି ଦେଖିଲେ । ଯାଜପୁର, କେନ୍ଦ୍ରାପଡା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ । ବାଲେଶ୍ୱର , ମୟୁରଭଞ୍ଜ କେଉଁଝରର ବନ୍ୟା ପ୍ରଭାବିତ ଅଞ୍ଚଳ ମଧ୍ୟ ବୁଲି ଦେଖିଛନ୍ତି ।










