27.1 C
Bhubaneswar
Saturday, September 12, 2026
Homeଓଡିଶାଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଝାଡ଼ଖଣ୍ଡରେ ହେବାକୁ ନିର୍ବାଚନ ଲାଗି ପ୍ରଚାର କରିବେ। ଦଳୀୟ ପ୍ରଚାରର ମଙ୍ଗ ଧରିବା ସହ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ। ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳା ଖରସୁଆଁ ଓ ସିଂହଭୂମିରେ ସଭା କରିବେ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଥିଲେ। ମୁଖ୍ୟମନ୍ତ୍ରୀ ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରଚାର କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ଚାଇଁବାସାର କୋଲ୍ ହାନ୍ ଯାଇ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking