34.1 C
Bhubaneswar
Sunday, March 30, 2025
Homeଓଡିଶାଆଜି ହାଇଭୋଲଟେଜ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଆଜି ହାଇଭୋଲଟେଜ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା : ଆଜି ପଶ୍ଚିମ ଓଡ଼ିଶାର ଦୁଇ ଲୋକସଭା କ୍ଷେତ୍ରରେ ହାଇଭୋଲଟେଜ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ରାଉରକେଲା ଓ ସମ୍ବଲପୁର ଲୋକସଭା କ୍ଷେତ୍ରର ଦେବଗଡ଼ରେ କ୍ୟାମ୍ପେନ କରିବେ ନବୀନ। ଦଳୀୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ପାଇଁ ମାଗିବେ ଆଶୀର୍ବାଦ। ଦିନ ୧୧ଟା ୨୫ରେ ମୁଖ୍ୟମନ୍ତ୍ରୀ ରାଉରକେଲା ଏୟାରପୋର୍ଟରେ ପହଞ୍ଚିବେ। ସେଠାରୁ ଏୟାରପୋର୍ଟ ସାମ୍ନାରେ ଥିବା ପଡ଼ିଆରେ ବିଶାଳ ଜନସଭାକୁ ଉଦବୋଧନ ଦେବେ। ସେଠାରୁ ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରଧାନପାଟ ଜଳପ୍ରପାତ ନିକଟରେ ସାଧାରଣ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଆଶୀର୍ବାଦ ମାଗିବେ। ଏହାପରେ ଛେଣ୍ଡିପଦା ଓ ଆଠମଲ୍ଲିକରେ ବି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking