24.1 C
Bhubaneswar
Tuesday, March 3, 2026
Homeଓଡିଶାଆସନ୍ତାକାଲି ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ନୂଆପଡା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଚାଲିଛି ଜୋରଦାର ପ୍ରଚାର । ଏହି ସମୟରେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆପଡାରେ ରହିଛି ପ୍ରଚାର କାର୍ଯ୍ୟକ୍ରମ । କୋମନାରେ ରୋଡ୍ ସୋ’ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ମଧ୍ୟ ପ୍ରଚାରରେ ସାମିଲ ହେବେ । ପଞ୍ଚମପୁରରେ ସାଧାରଣ ସଭା କରିବେ ବିଷ୍ଣୁଦେବ । ନୂଆପଡା ବିଧାନସଭା ଉପନିର୍ବାଚନରେ ​​ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ସମର୍ଥନରେ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସା ଗୁରୁବାର ନୂଆପଡା ଗସ୍ତ କରିବେ। ନୂଆପଡା ଉପନିର୍ବାଚନ ନଭେମ୍ବର ୧୧ରେ ଅନୁଷ୍ଠିତ ହେବ ଏବଂ ଫଳାଫଳ ନଭେମ୍ବର ୧୪ରେ ଘୋଷଣା କରାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking