35.1 C
Bhubaneswar
Monday, March 23, 2026
Homeଓଡିଶାକଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍‌ଯାପିତ ହେବ।ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀ ମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking