25.1 C
Bhubaneswar
Saturday, December 27, 2025
Homeଓଡିଶାଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା: ମନ୍ତ୍ରୀ

ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମବିଏସ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି । କହିଛନ୍ତି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଛି । ପରିବହନ ବିଭାଗ ଯେମିତି କ୍ଷତି ସହିବନି ସେନେଇ ଆଲୋଚନା ହୋଇଛି । ୧୪୨୨ଟି ବସ ଯୋଗେ ସ୍କୁଲ ପିଲାଙ୍କୁ ମାଗଣା ସେବା ଯୋଗାଇ ଦିଆଯିବ । କେଉଁ ରୁଟରେ କେତେ ବସ ଚାଲିବ ତାହା ଓଏସଆରଟିସି ସ୍ଥିର କହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking