29.1 C
Bhubaneswar
Monday, May 6, 2024
Homeଓଡିଶାହଜାରିବାଗ ତୀର୍ଥ ଯାତ୍ରୀ ଵସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ହଜାରିବାଗ ତୀର୍ଥ ଯାତ୍ରୀ ଵସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ମୟୁରଭଞ୍ଜରୁ ବାରଣାସୀକୁ ଯାଇଥିବା ତୀର୍ଥ ଯାତ୍ରୀ ବସ ଫେରିବା ବାଟରେ ଝାରଖଣ୍ଡର ହଜାରିବାଗର ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଏବଂ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିବା ସହିତ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ନିର୍ଦେଶ ଦେଇଛନ୍ତି । ସବୁ ଯାତ୍ରୀ ଯେପରି ଶୀଘ୍ର ନିଜ ନିଜ ଘରକୁ ଫେରିବେ ସେଥିପାଇଁ ଝାରଖଣ୍ଡ ସରକାର ସହ ସମନ୍ୱୟ ରଖି ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ ଜିଲ୍ଲାପାଳ ଙ୍କୁ ନିର୍ଦେଶ ଦେଇଛନ୍ତି । ଏହି ତୀର୍ଥ ଯାତ୍ରୀ ମାନଙ୍କ ମଧ୍ୟ୍ୟରେ ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଞ୍ଜ ର ଲୋକ ମାନେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking