27.1 C
Bhubaneswar
Saturday, October 19, 2024
Homeଓଡିଶାଟ୍ରେନ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ

ଟ୍ରେନ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ

ଭୁବନେଶ୍ବର: ଟ୍ରେନ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ । ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ନବୀନ । ଏହାସହ ଦୁର୍ଘଟଣାରେ ଗୁରୁତର ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତୁରନ୍ତ ସହାୟତା ପାଇଁ ଏସଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାପାଳଙ୍କୁ ମଧ୍ୟ ସହାୟତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ…ମୃତକଙ୍କ ପରିବାରକୁ ମିଳିବ ୧୨ ଲକ୍ଷ ଟଙ୍କା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking