29.1 C
Bhubaneswar
Thursday, June 19, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ଗୃହରକ୍ଷୀଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ଗୃହରକ୍ଷୀଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି

– ପିଛିଲା ଭାବେ ଜାନୁଆରୀ ପହିଲାରୁ ଲାଗୁହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀ ମାନଙ୍କ ଡ୍ୟୁଟି କଲ-ଅପ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking