ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି;  ସ୍ଵାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ୪,୦୦୦ରୁ ୬,୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ।  ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର (Self Employed Mechanic)  ଉପକୃତ ହେବେ। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ … Continue reading ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି;  ସ୍ଵାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ୪,୦୦୦ରୁ ୬,୫୦୦ ଟଙ୍କାକୁ ବୃଦ୍ଧି