27.1 C
Bhubaneswar
Friday, October 16, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି ମଂଜୁର 

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି ମଂଜୁର 

ଭୁବନେଶ୍ବର:  ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ଛଅ ମାସର ସମ୍ମାନ ରାଶି(Honorarium) ମଂଜୁର କରିଛନ୍ତି | ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ ନିମନ୍ତେ ମଂଜୁର ହୋଇଛି | ସୂଚନାଯୋଗ୍ୟ ଯେ, ପିଛିଲା ୦୧.୦୪.୨୦୨୬ ରୁ ୩୦.୦୯.୨୦୨୬ ପର୍ଯ୍ୟନ୍ତ, ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ | ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚ ମାନେ ୪ ହଜାର ଟଙ୍କା ଲେଖାଏଁ ଏହି ସମ୍ମାନ ରାଶି ପାଇବେ |

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking