ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪-୨୫ ପ୍ରଦାନ । ଝାରସୁଗୁଡା, ଖୋର୍ଦ୍ଧା ଓ ଜଗତସିଂହପୁରକୁ ଶ୍ରେଷ୍ଠ ଜିଲ୍ଲା ପୁରସ୍କାର । ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ସୋନପୁରରର ଲକ୍ଷ୍ମଣ ଭୋଇ, ସୁନ୍ଦରଗଡର ଅମୁଲ୍ୟ ପ୍ରଧାନ ପୁରସ୍କୃତ ହୋଇଛନ୍ତି । ବଲାଙ୍ଗୀର ଧ୍ରୁବ ଚରଣ ବେହେରା ପୁରସ୍କୃତ ହୋଇଛନ୍ତି । ଢେଙ୍କାନାଳ , ଜଗତସିଂହପୁର ଓ ଅନୁଗୁଳକୁ ପୁରସ୍କୃତ ହୋଇଛନ୍ତି । ୧୦ ବ୍ଲକ ଶିକ୍ଷାଧିକାରୀଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି ।










