27.1 C
Bhubaneswar
Saturday, June 22, 2024
Homeଓଡିଶାଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ବର: ପୁରୀରୁ ଫେରିବା ପରେ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବୈଠକ କରିଛନ୍ତି। ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା କରିଛନ୍ତି । ରାଜ୍ୟ ଅତିଥି ଭବନରେ ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନନ ପହଞ୍ଚିଛନ୍ତି। ପରେ ଅନ୍ୟ ବିଭାଗର ସଚିବଙ୍କୁ ମଧ୍ୟ ଡାକି ପାରନ୍ତି ବୋଲି କୁହାଯାଉଛି। ଏହା ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତା ମାନେ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି। ବିଧାନସଭା ସଚିବ ଦାଶରଥୀ ଶତପଥି ମଧ୍ୟ ମୁଖମନ୍ତ୍ରୀଙ୍କୁ ଭେଟିଛନ୍ତି।

ଅନ୍ୟପକ୍ଷେ, ଶପଥ ନେବାର 4 ଘଣ୍ଟା ପରେ ପୂରଣ କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ମହିଳା ମାନଙ୍କୁ ବଡ଼ ଉପହାର ଦେବାକୁ ଯାଉଛି ମୋହନ ସରକାର । ମହିଳାଙ୍କୁ 50 ହଜାର ମିଳିବ ବୋଲି ସୂଚନା ମିଳିଛି । ଯାହା ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ରାଜ୍ୟର ବିଜେପି ସରକାର ବୁଧବାର ଶପଥ ନେବା ସହ ନିଜର ପ୍ରଥମ କ୍ୟାବିନେଟ୍ ଓ ମନ୍ତ୍ରିପରିଷଦ ବୈଠକରେ ୪ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking