25.1 C
Bhubaneswar
Saturday, October 26, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସ୍ଥଗିତ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଆଜିର ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟ ସ୍ଥଗିତ । ପାଗ ଖରାପ ଥିବାରୁ ସ୍ଥଗିତ ହେଲା ଗ୍ରସ୍ତ କାର୍ଯ୍ୟକ୍ରମ । ଆକାଶ ମାର୍ଗରୁ ପରିଦର୍ଶନ କରିଥାନ୍ତେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାତ୍ୟା ଦାନା କେତେ କ୍ଷୟକ୍ଷତି କରିଛି ? କେଉଁ ଜିଲ୍ଲାରେ କେତେ କ୍ଷତି ? ଆଜି ବାତ୍ୟା ପ୍ରଭାବିତ ଜିଲ୍ଲାରେ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଥାନ୍ତେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିଥାନ୍ତେ ମୁଖ୍ୟମନ୍ତ୍ରୀ । ଏହାପରେ ଅପରାହ୍ନରେ ଲୋକସେବା ଭବନରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଥାନ୍ତେ ହେଲେ ପାଗ ଖରାପ ରହିଥିବା ଯୋଗୁଁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking