24.1 C
Bhubaneswar
Tuesday, March 18, 2025
Homeଓଡିଶାଫେବୃଆରୀ ୧୦ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଫେବୃଆରୀ ୧୦ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର : ଆଗାମୀ ଫେବୃଆରୀ ୧୦ ତାରିଖ ( ସୋମବାର ) ରେ ଭୁବନେଶ୍ୱର, ୟୁନିଟ -୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି l

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking