27.1 C
Bhubaneswar
Wednesday, April 2, 2025
Homeଓଡିଶାମାର୍ଚ୍ଚ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ମାର୍ଚ୍ଚ ୩୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୩୧ରେ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସରକାରୀ ଛୁଟିଦିନ ଥିବା ହେତୁ ଏହି ସୋମବାର ଭୁବନେଶ୍ୱର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking