24.1 C
Bhubaneswar
Monday, February 23, 2026
Homeଓଡିଶାସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

ସେପ୍ଟେମ୍ବର ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୮ ତାରିଖ ସୋମବାର,ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହେବାକୁ ଥିବା ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ଅନିବାର୍ଯ୍ୟ କାରଣ ବଶତଃ ସ୍ଥଗିତ ରହିବୟୁନିଟ, ଅଶୋକନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବାଜନସାଧାରଣଙ୍କ ଆପତ୍ତି ଅଭିଯୋଗ, ପରବର୍ତ୍ତୀ ଜନଶୁଣାଣି ଶିବିରରେ ଗ୍ରହଣ କରାଯିବ ପରବର୍ତ୍ତୀ ଜନଶୁଣାଣିର ସମୟ ଓ ତାରିଖ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଭିନ୍ନ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking