16.1 C
Bhubaneswar
Saturday, December 6, 2025
Homeଓଡିଶାଆସନ୍ତା ୨୨ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ୨୨ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସପ୍ତଦଶ ବିଧାନସଭାର ଚତୁର୍ଥ ଅବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking