24.1 C
Bhubaneswar
Sunday, April 13, 2025
Homeଓଡିଶାଅପ୍ରେଲ ୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଅପ୍ରେଲ ୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର: ଆସନ୍ତା ସୋମବାର ଅପ୍ରେଲ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ସୋମବାର ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking