26.1 C
Bhubaneswar
Monday, April 14, 2025
Homeଓଡିଶାଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’

ଭୁବନେଶ୍ବର : ଆସନ୍ତାକାଲି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ୍‌ ସୋ’ ରହିଛି । ରୋଡ୍‌ ସୋ’ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗଙ୍ଗନଗର ଛକରୁ ବାହାରିଥିବା ରୋଡ଼ ଶୋ’  ଗୋପବନ୍ଧୁ ଛକ, ଡିଏଭି ଛକ,  ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ,ବାୟାବାବା ମଠ ଦେଇ ରୂପାଲି ଛକ ପର୍ୟ୍ୟନ୍ତ ଯିବ। ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’ ବେଳେ ବ୍ୟାରିକେଡ଼ିଂ ବ୍ୟବସ୍ଥା କରାଯିବ। ସେହି ସମୟରେ ଲକ୍ଷାଧିକ ଲୋକ ଏକାଠି ହେବାକୁ ଥିବାରୁ କର୍ଡନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ। ରୋଡ୍‌ ସୋ’ ସମୟରେ ସିନିୟର ପୁଲିସ ଅଫିସର ମାନେ ଉପସ୍ଥିତ ରହିବେ। ଉଚ୍ଚ ବିଲ୍ଡିଂ ମାନଙ୍କରେ ସୁରକ୍ଷାକର୍ମୀ ମଧ୍ୟ ନିୟୋଜିତ ରହିବେ ବୋଲି ଭୁବନେଶ୍ବର ଡ଼ିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking