23.1 C
Bhubaneswar
Thursday, December 25, 2025
Homeଓଡିଶାବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମଜୟନ୍ତୀ । ଏହି ଅବସରରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାଜପେୟୀଙ୍କ ଜନ୍ମଜୟନ୍ତୀ ପାଇଁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି । ଉପମୁଖମନ୍ତ୍ରୀ କେ.ଭି ସିଂହଦେଓ ମଧ୍ୟ ଉପସ୍ଥିତ ଅଛନ୍ତି । କାର୍ଯ୍ୟକ୍ରମରେ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିଚାରଣ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦେଶ ପାଇଁ ବାଜପେୟୀଙ୍କ ଅବଦାନ ବହୁତ । ବାଜପେୟୀଙ୍କ ଆଦର୍ଶ ବିଜେପିକୁ ସୁସଂଗଠିତ କରିଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking