ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ ପୂର୍ବାହ୍ନରେ ଭୁବନେଶ୍ୱର ଫେରିବେ।
ପ୍ରତ୍ୟାଖ୍ୟାତ ବିଜେଡି “ଜନଜାଗରଣ” କରିବା ଅତ୍ୟନ୍ତ ନିର୍ଲଜତାର ପରିଚୟ: ଡ.ଯତୀନ ମହାନ୍ତି










