ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠାରୁ ସପ୍ତାହବ୍ୟାପୀ ଜାପାନ ଗସ୍ତରେ ଯାଉଛନ୍ତି। ତାଙ୍କର ଏହି ବିଦେଶ ଗସ୍ତକାଳରେ ଏକାଧିକ କାର୍ଯ୍ୟକ୍ରମ ରହିଛି । ଟୋକିଓ, କ୍ୟୁଟୋ ଏବଂ ଓସାକା ଆଦି ୩ଟି ସହରରେ ବାଣିଜ୍ୟିକ ସମ୍ମିଳନୀ, ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ମଧ୍ୟ ଜାପାନ ଯିବେ ବୋଲି ଜଣାପଡ଼ିଛି। ଆସନ୍ତା ସପ୍ତାହ ଅର୍ଥାତ ୧୦ କିମ୍ବା ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ସୂଚନା … Continue reading ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ