34.1 C
Bhubaneswar
Friday, March 29, 2024
Homeଓଡିଶାପରଲୋକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପିତା

ପରଲୋକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପିତା

ଭୁବନେଶ୍ୱର : ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ବାପା ଗୌରୀଶଙ୍କର ତ୍ରିପାଠୀଙ୍କ ଆଜି ୯୬ ବର୍ଷ ବୟସରେ ପରଲୋକ ଘଟିଛି । ଗତକାଲି ଟିଟିଲାଗଡ଼ ହାଟପଦା ପଡ଼ାସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ସ୍ବର୍ଗତ ତ୍ରିପାଠୀ ୧୯୨୪ ମସିହାରେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଯୋଗୀସୁରଡ଼ା ଗାଁରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଶେଷକୃତ୍ୟ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking