34.1 C
Bhubaneswar
Saturday, April 4, 2026
Homeଓଡିଶାପର୍ଯ୍ୟଟନକୁ ମୁଖ୍ୟ ସଚିବଙ୍କ ଫୋକସ

ପର୍ଯ୍ୟଟନକୁ ମୁଖ୍ୟ ସଚିବଙ୍କ ଫୋକସ

ଭୁବନେଶ୍ୱର: ପର୍ଯ୍ୟଟକଙ୍କର ପ୍ରଥମ ପସନ୍ଦ ଓଡିଶା ହେବା ଦରକାର । କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ରାଜ୍ୟରେ ପର୍ଯ୍ୟଟନକୁ ବିଶ୍ୱସ୍ତରୀୟ କରିବାକୁ ହେଉଛି ଯୋଜନା । ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କର ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିିଛି । ସବୁ ବିଭାଗର ସଚିବଙ୍କ ସହ ଆଲୋଚନାରେ ପର୍ଯ୍ୟଟନକୁ ଫୋକସ ଦିଆଯାଇଛି । ଥିଙ୍କ ଇଣ୍ଡିଆ, ଥିଙ୍କ ଓଡିଶା ଥିମରେ ଦୌଡିବ ଓଡିଶା ପର୍ଯ୍ୟଟନ । ପର୍ଯ୍ୟଟନର ବିକାଶ ପାଇଁ ସବୁ ବିଭାଗ ନିଜ ନିଜର ଯୋଗ ଦାନ ଦେବେ । ଯେପରି ପର୍ଯ୍ୟଟକଙ୍କର ପ୍ରଥମ ପସନ୍ଦ ଓଡିଶା ହେବ ସେ ଦିଗରେ ଗୁରୁତ୍ୱ ଦିଆଯିବ ବୋଲି ଦୋହରାଇଛନ୍ତି ମୁଖ୍ୟ ଶାସନ ସଚିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking