26.1 C
Bhubaneswar
Saturday, September 12, 2026
Homeଦେଶ ବିଦେଶଭାରତରେ ପହଞ୍ଚିଲେ ଚୀନ୍ ରାଷ୍ଟ୍ରପତି

ଭାରତରେ ପହଞ୍ଚିଲେ ଚୀନ୍ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଭାରତର ଅଧ୍ୟକ୍ଷତାରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆଜିଠାରୁ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆରମ୍ଭ ହୋଇଛି।  ଏହି ଦୁଇ ଦିନିଆ ସମ୍ମିଳନୀରେ ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଓ ବରିଷ୍ଠ ଅଧିକାରୀ ଯୋଗ ଦେଉଛନ୍ତି।ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରାୟ ସାତ ବର୍ଷ ପରେ ଜିନପିଙ୍ଗଙ୍କ ଏହା ପ୍ରଥମ ଭାରତ ଗସ୍ତ। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking