33.1 C
Bhubaneswar
Thursday, September 19, 2024
Homeଓଡିଶାଖୁବ୍ ଶୀଘ୍ର ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ : ମନମୋହନ

ଖୁବ୍ ଶୀଘ୍ର ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ : ମନମୋହନ

ଭୁବନେଶ୍ୱର : ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଚିଟ୍‌ଫଣ୍ଡ ଜମାକାରୀ ଫେରିପାଇବେ ଟଙ୍କା । ଟଙ୍କା ଫେରସ୍ତ ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ପ୍ରେସ୍‌ମିଟ ଜରିଆରେ ସୂଚନା ଦେଇଛନ୍ତି ମନମୋହନ । ଚିଟ୍‌ଫଣ୍ଡ ଟଙ୍କା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଏ ନେଇ ରାଜ୍ୟ ସରକାର କେ କମିଟି ଗଠନ କରିଛନ୍ତି । ଟଙ୍କା ଫେରସ୍ତ ନେଇ ଆଇନଗତ ତର୍ଜମା କରୁଛି କମିଟି । ଖୁବ୍ ଶୀଘ୍ର କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଟଙ୍କା ଫେରସ୍ତ ହେବ ବୋଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking