31.1 C
Bhubaneswar
Monday, June 17, 2024
Homeଓଡିଶାକ୍ଲୋରିକ୍ ଏସିଡ୍ ପାଇପ୍ ଫାଟି ୬ ଆହତ

କ୍ଲୋରିକ୍ ଏସିଡ୍ ପାଇପ୍ ଫାଟି ୬ ଆହତ

ଗଞ୍ଜାମ: ଗଞ୍ଜାମର ଏକ କେମିକାଲ୍ ଫ୍ୟାକ୍ଟ୍ରିରେ ଆଜି ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି। କେମିକାଲ୍ ଫ୍ୟାକ୍ଟ୍ରିକୁ ସଂଯୋଗ କରୁଥିବା କ୍ଲୋରିକ୍ ଏସିଡ୍ ପାଇପ୍ ଫାଟି ଏହି ଅଘଟଣ ଘଟିଛି। ଏଥିରେ ୬ଜଣ ଆହତ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ଏମକେସିଜି ସ୍ଥାନାନ୍ତର କରାଯାଇଛି।ଖବର ପାଇ ପୁଲିସ୍‌ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହ ଫ୍ୟାକ୍ଟ୍ରିରେ ଥିବା ଅନ୍ୟ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking