ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଗଞ୍ଜାମ : ଆଜି ପବିତ୍ର ମହାଶିବରାତ୍ରୀ ଅବସରରେ ସବୁଠି ଉତ୍ସବମୁଖର ପରିବେଶ ଥିବାବେଳେ ଗଞ୍ଜାମ ଖଲ୍ଲିକୋଟରେ ବଡ ଅଘଟଣ ସାମ୍ନାକୁ ଆସିଛି। ସ୍କୁଲ୍‌ ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ର ଟଳି ପଡିଛନ୍ତି। ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସର ହଷ୍ଟେଲ୍‌ରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଆଜି ସକାଳୁ ଛାତ୍ର ଜଣକ ହଠାତ୍ ଅଚେତ ହୋଇପଡ଼ିଥିଲେ। ପରେ ଗୁରୁତର ଅବସ୍ଥାରେ ଛାତ୍ର ଜଣଙ୍କୁ ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ … Continue reading ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର