ନବମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ସାଇକେଲ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ରାଜ୍ୟ ବଜେଟ ଅଧିବେଶନ । ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କ ସରକାରର ଏହା ଦ୍ୱିତୀୟ ବଜେଟ । ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ମାଳତୀ ଦେବୀ ପାକ ବିଦ୍ୟାଳୟ ପରିଧାନ ଯୋଜନା କରାଯିବ । ଅଙ୍ଗନୱାଡି ପିଲାଙ୍କୁ ୟୁନିଫର୍ମ ପ୍ରଦାନ କରାଯିବ । ବାଲ୍ୟ ବିବାହ ବନ୍ଦ ପାଇଁ ଆଦ୍ୱିକା ନାମରେ ନୂଆ ଯୋଜନା ରହିଛି । … Continue reading ନବମ ଶ୍ରେଣୀ ପିଲାଙ୍କୁ ମିଳିବ ମାଗଣା ସାଇକେଲ : ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed