19.1 C
Bhubaneswar
Wednesday, February 11, 2026
Homeଓଡିଶାଆରମ୍ଭ ହେବ ସ୍ବଚ୍ଛ ଓଡ଼ିଶା ଯୋଜନା

ଆରମ୍ଭ ହେବ ସ୍ବଚ୍ଛ ଓଡ଼ିଶା ଯୋଜନା

ଭୁବନେଶ୍ୱର : ଆଜି ରାଜ୍ୟ ବଜେଟ ଅଧିବେଶନ । ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କ ସରକାରର ଏହା  ଦ୍ୱିତୀୟ ବଜେଟ । ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି  ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ସ୍ବଚ୍ଛ ଓଡ଼ିଶା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ସରକାର ସହରାଞ୍ଚଳର ଅଳିଆ ଆବର୍ଜନା ସଫା କରିବେ। ଏଥି ପାଇଁ ୬୦୦ କୋଟି ଟଙ୍କାର ବ୍ୟବସ୍ଥା କରିଛନ୍ତି। 

ସମଗ୍ର ଶିକ୍ଷା  ପାଇଁ ୪ ହଜାର ୬୮୧ କୋଟି : ମୁଖ୍ୟମନ୍ତ୍ରୀ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking