ଭୁବନେଶ୍ୱର : ଆଜି ରାଜ୍ୟ ବଜେଟ ଅଧିବେଶନ । ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କ ସରକାରର ଏହା ଦ୍ୱିତୀୟ ବଜେଟ । ୨ ଲକ୍ଷ ୯୦ ହଜାର କୋଟିର ବଜେଟ ଉପାସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ସ୍ବଚ୍ଛ ଓଡ଼ିଶା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ସରକାର ସହରାଞ୍ଚଳର ଅଳିଆ ଆବର୍ଜନା ସଫା କରିବେ। ଏଥି ପାଇଁ ୬୦୦ କୋଟି ଟଙ୍କାର … Continue reading ଆରମ୍ଭ ହେବ ସ୍ବଚ୍ଛ ଓଡ଼ିଶା ଯୋଜନା
Copy and paste this URL into your WordPress site to embed
Copy and paste this code into your site to embed