34.1 C
Bhubaneswar
Thursday, April 25, 2024
Homeଓଡିଶାଆହତମାନଙ୍କୁ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଆହତମାନଙ୍କୁ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର : ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଆଜି ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮ ଜଣଙ୍କ ମଧ୍ୟରୁ ଗୁରୁତର ଥିବା ୨ଜଣଙ୍କୁ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଆହତଙ୍କ ମାଗଣ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking