ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୃତ୍ୟୁ କ୍ଷେତ୍ରରେ ଅନୁକମ୍ପା ରାଶି ୪ ଲକ୍ଷରୁ ୬ ଲକ୍ଷକୁ ବୃଦ୍ଧି ଭୁବନେଶ୍ବର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି। ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ କେବଳ ଏକ ଅପୂରଣୀୟ କ୍ଷତି ନୁହେଁ, ବରଂ ସେମାନଙ୍କ ପ୍ରିୟଜନମାନଙ୍କୁ ହରାଇ ଗଭୀର ମାନସିକ ଚାପରେ ମଧ୍ୟ ରହିଥାନ୍ତି। ତେଣୁ ବନ୍ୟପ୍ରାଣୀ … Continue reading ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Copy and paste this URL into your WordPress site to embed
Copy and paste this code into your site to embed