23.1 C
Bhubaneswar
Sunday, December 21, 2025
Homeଓଡିଶାଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ କିଷାନ ଟଙ୍କା

ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ କିଷାନ ଟଙ୍କା

ଭୁବନେଶ୍ୱର: ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ କିଷାନ ଟଙ୍କା । ସିଏମ କିଷାନ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୫୦ ଲକ୍ଷ ଚାଷୀଙ୍କ ଖାତାକୁ ଆସିଲା ସିଏମ କିଷାନ ଟଙ୍କା । ୧ ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଖାତାକୁ ପଠାଗଲା । ରାଜ୍ୟସ୍ତରୀୟ କୃଷକ ସମାରୋହରେ ଟଙ୍କା ପଠାଇଲେ ସିଏମ । ପ୍ରଥମ ଥର ପାଇଁ ୨୫ ହଜାର ସହରାଞ୍ଚଳ ଚାଷୀ ସାମିଲ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking