18.1 C
Bhubaneswar
Thursday, February 5, 2026
Homeଓଡିଶାଆଜି ଆସିବ ସିଏମ୍ କିସାନ ଟଙ୍କା

ଆଜି ଆସିବ ସିଏମ୍ କିସାନ ଟଙ୍କା

ଭୁବନେଶ୍ୱର: ଆଜି ଚାଷୀଙ୍କ ଆକାଉଣ୍ଟକୁ ଆସିବ ସିଏମ୍ କିଷାନ ଟଙ୍କା । ଆଜି ରାଜ୍ୟ ସରକାରଙ୍କ ସିଏମ୍‌-କିଷାନ ଯୋଜନାର କିସ୍ତି ପ୍ରଦାନ କରାଯିବ। ୧୦୪୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଭେଟି ଦେବେ ରାଜ୍ୟ ସରକାର । ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯାଉଛି। ୫୧ ଲକ୍ଷରୁ ଅଧିକ କ୍ଷୁଦ୍ର, ନାମମାତ୍ର ଚାଷୀ ହେବେ ଉପକୃତ । ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଟଙ୍କା । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking