ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ହେବ ସମର୍ପିତ: ପ୍ରଣବ ଭୁବନେଶ୍ୱର : ଜୟ ଜଗନ୍ନାଥ । ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ ସମସ୍ତଙ୍କ ବିପୁଳ ସମର୍ଥନ ପାଇ ଆଜି ଦଳରେ … Continue reading ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ