30.1 C
Bhubaneswar
Monday, May 12, 2025
Homeଓଡିଶାଲତା ମଙ୍ଗେସକରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଲତା ମଙ୍ଗେସକରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ସୁର ସମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଟ୍ୱିଟ୍‍ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି କି ,ଲତା ମଙ୍ଗେସକରଙ୍କ ପରଲେକ କଥା ଜାଣି ମୁଁ ବହତୁ ଦୁଃଖିତ । ସେ ସାର ଦେଶର ସୁର ସମ୍ରାଜ୍ଞୀ ଥିଲେ । ତାଙ୍କ ପରଲୋକ ଯୋଗୁ ସଂଗୀତ ଜଗତରେ ଏକ ବଡ଼ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ସେ ସବୁଦିନ ପାଇଁ ଗୀତ ମାଧ୍ୟମରେ ଅମର ରହିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking