36.1 C
Bhubaneswar
Saturday, May 4, 2024
Homeଓଡିଶାରୋମ୍‌ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରାଙ୍କୁ ଭେଟିଲେ

ରୋମ୍‌ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରାଙ୍କୁ ଭେଟିଲେ

ବ୍ୟୁରୋ : ରୋମ୍‌ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଟାଲୀରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ଆଜି ସକାଳେ ଦିଲ୍ଲୀରୁ ରୋମ୍ ଯାତ୍ରା କରିଥିଲେ ମୁଖ୍ୟମନ୍ତ୍ରୀ । ରୋମ୍‌ରେ ୱାର୍ଲଡ ଫୁଡ୍ ପ୍ରୋଗ୍ରାମ ଡବ୍ଲୁଏଫ୍‌ପିର ମୁଖ୍ୟାଳୟରେ ଅନୁଷ୍ଠିତ କର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଓଡ଼ିଶା ସରକାରଙ୍କ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମର ସଫଳ କାହାଣୀ ବିଶ୍ୱ ଦରବାରରେ ଉପସ୍ଥାପିତ କରିବେ ମୁଖ୍ୟମନ୍ତ୍ରୀ । ରୋମ ରହଣୀ ସମୟରେ ଭାଟିକାନ ସିଟିରେ ପୋପ୍ ଫ୍ରାନ୍‌ସିସଙ୍କ ସହ ନବୀନଙ୍କ ସାକ୍ଷାତ କାର୍ଯ୍ୟକ୍ରମ ରହିଛି ।

ବର୍ଷ ବର୍ଷ ଧରି ଚାଲିବ ଋଷ-ୟୁକ୍ରେନ ଯୁଦ୍ଧ : ଚେତାଇଲେ ନାଟୋ ମୁଖ୍ୟ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking