39.1 C
Bhubaneswar
Tuesday, April 23, 2024
Homeଓଡିଶାତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ତିନିଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ତିନିଦିନିଆ ଦିଲ୍ଲୀ ଗସ୍ତରେ  ଯାଉଛନ୍ତି । ନକ୍ସଲ ମୁକାବିଲା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ସେ ଦିଲ୍ଲୀ ଯାଇଛନ୍ତି। ଏହି ବୈଠକ ସେପ୍ଟେମ୍ବର ୨୬ ଅର୍ଥାତ ଆସନ୍ତା ରବିବାର ଦିନ ଅନୁଷ୍ଠିତ ହେବ । ଏହି ବୈଠକ ପାଇଁ ଦେଶର ସବୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି । ନକ୍ସଲ ମୁକାବିଲା ଲାଗି କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ବାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ସେ ଦିଲ୍ଲୀ ଯାଇଛନ୍ତି ।  ଏହି ବୈଠକ ପାଇଁ ଦେଶର ସବୁ ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଉଥିବାରୁ ପିପିଲି ନିର୍ବାଚନ ପ୍ରଚାରରେ ଯୋଗ ଦେବାର ସମ୍ଭାବନା କମ ବୋଲି କୁହାଯାଉଛି । ପିପିଲିରେ ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ ହେବ ଓ ଅକ୍ଟୋବର ୩ରେ ଭୋଟ ଗଣତି ହେବ । ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ କରୁଥିବା ନିର୍ବାଚନ ପ୍ରଚାର ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking