28.1 C
Bhubaneswar
Saturday, May 11, 2024
Homeଓଡିଶାପବିତ୍ର ଗଣେଶ ଚତୁର୍ଥୀରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପବିତ୍ର ଗଣେଶ ଚତୁର୍ଥୀରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ପବିତ୍ର ଗଣେଶ ଚତୁର୍ଥୀରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜ୍ଞାନର ଦେବତା, ବିଘ୍ନନାଶନ ପ୍ରଭୁ ଶ୍ରୀ ଗଣେଶଙ୍କ କୃପା ଓ ଆଶୀର୍ବାଦରୁ କୋଭିଡ଼ ଭଳି ସଙ୍କଟ ଶୀଘ୍ର ଦୂର ହେଇଯାଉ । ଏହାସହ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking