ଭୁବନେଶ୍ୱର : ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଖାରବେଳନଗର ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶେଷ ଦର୍ଶନ କଲେ । ରାଷ୍ଟ୍ରୀୟ ମଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ । ଆଜି ପୁରୀ ସ୍ୱର୍ଗଦ୍ୱାରରେ ହେବ ଅନ୍ତିମ ସଂସ୍କାର ।