21.1 C
Bhubaneswar
Monday, December 8, 2025
Homeଓଡିଶାଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ

ଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦ ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ  ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।  ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି ରହିବ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ https://janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking