34.4 C
Bhubaneswar
Tuesday, June 9, 2026
Homeଓଡିଶାଦୀଘା ଜଗନ୍ନାଥ ମନ୍ଦିରରୁ ଧାମ୍ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଦୀଘା ଜଗନ୍ନାଥ ମନ୍ଦିରରୁ ଧାମ୍ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିରରୁ ଧାମ୍ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ପୂର୍ବରୁ ଜଗନ୍ନାଥ ଧାମ୍ ନାମ ହଟାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି କରି ଅପିଲ୍ କରିଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର । ସୁଚନା ଅନୁଯାୟୀ ପୁରୀ ଶ୍ରୀମନ୍ଦିରର ଅବିକଳ ନକଲରେ ଗଢ଼ାହୋଇଛି ଦିଘା ଜଗନ୍ନାଥ ମନ୍ଦିର ।  ୨୦ଏକର ଜମିରେ  ଓ ୨୫୦କୋଟି ବ୍ୟୟରେ ନିର୍ମାଣ ହୋଇଛି ମନ୍ଦିର । ୨୦୧୯ ମସିହାରୁ ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking