29.1 C
Bhubaneswar
Monday, May 19, 2025
Homeଓଡିଶାଆସନ୍ତା ୧୭,୨୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଆସନ୍ତା ୧୭,୨୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବା ହେତୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking